www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ହ୍ରାସ ଦୈନିକ ସଂକ୍ରମଣ ; ନୂଆ ଆକ୍ରାନ୍ତ ୪୪୪

ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଇବା ସହ ଆଜି ଏହା ୫ଶହ ମଧ୍ୟରେ ସୀମିତ ରହିଛି। ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ୧୮୬, ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮, ବାଲେଶ୍ୱର ୧୬, ବରଗଡ ୧, ଭଦ୍ରକ ୪, ବଲାଙ୍ଗୀର ୩, କଟକ ୭୩, ଦେଓଗଡ ୧, ଢେଙ୍କାନାଳ ୩, ଗଞ୍ଜାମ ୬, ଜଗତସିଂହପୁର ୧୩, ଯାଜପୁର ୨୨, ଝାରସୁଗୁଡା ୩, କେନ୍ଦ୍ରାପଡା ୫, କେନ୍ଦୁଝର ୩, ଖୋର୍ଦ୍ଧା ୧୭୦, ମୟୁରଭଞ୍ଜ ୩୭, ନୟାଗଡ ୮, ନୂଆପଡା ୧, ପୁରୀ ୭, ରାୟଗଡା ୯, ସମ୍ବଲପୁର ୭, ସୋନପୁର ୨, ସୁନ୍ଦରଗଡ ୫, ଷ୍ଟେଟ ପୁଲରୁ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪କୁ ବୃଦ୍ଧି ପାଇଛି। ୧୦,୧୦,୮୨୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫,୭୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories