www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ନୂଆ ସଂକ୍ରମିତ ୫୫୯

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୫୫୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୨୧ ଓ ସ୍ଥାନୀୟ ୨୩୮ ଥିବା ବେଳେ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୬,୫୩୨କୁ ବୃଦ୍ଧି ପାଇଛି। ୧୦,୨୩,୩୯୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪,୭୮୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୭୯। ଅନୁଗୁଳରୁ ୨, ବାଲେଶ୍ୱର ୧୨, ବରଗଡ ୨, ଭଦ୍ରକ ୫, ବଲାଙ୍ଗୀର ୩, ବୌଦ୍ଧ ୧୮, କଟକ ୫୪, ଦେଓଗଡ ୨, ଢେଙ୍କାନାଳ ୧୦, ଗଞ୍ଜାମ ୪, ଜଗତସିଂହପୁର ୧୪, ଯାଜପୁର ୧୪, ଝାରସୁଗୁଡା ୨, କନ୍ଧମାଳ ୨, କେନ୍ଦ୍ରାପଡା ୪, କୋରାପୁଟ ୬, ମୟୁରଭଞ୍ଜ ୮, ନୟାଗଡ ୯, ପୁରୀ ୧୪, ରାୟଗଡା ୧, ସମ୍ବଲପୁର ୧୬, ସୁନ୍ଦରଗଡ ୧୦, ଷ୍ଟେଟ ପୁଲରୁ ୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories