www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୪୫ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୧୪୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୩୭,ସଙ୍ଗରୋଧରୁ ୮୪, ସ୍ଥାନୀୟ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୭୬୦କୁ ବୃଦ୍ଧି ପାଇଛି। ୧୨,୭୫,୦୧୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୫୯୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୨ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୫, ବାଲେଶ୍ୱର ୧୨, ଭଦ୍ରକ ୧, ବଲାଙ୍ଗୀର ୨, ବୌଦ୍ଧ ୪, କଟକ ୪, ଦେଓଗଡ ୧, ଗଜପତି ୧୬, ଗଞ୍ଜାମ ୬, ଜଗତସିଂହପୁର ୧, ଯାଜପୁର ୪, ଝାରସୁଗୁଡା ୮, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡା ୩, ଖୋର୍ଦ୍ଧା ୨୫, କୋରାପୁଟ ୨, ମୟୁରଭଞ୍ଜ ୪, ନବରଙ୍ଗପୁର ୪, ନୂଆପଡା ୨, ସମ୍ବଲପୁର ୧୭, ସୁନ୍ଦରଗଡ ୧୬, ଷ୍ଟେଟ ପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories