www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‍ ; ନୂଆ ସଂକ୍ରମିତ ୭୮

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୭୮ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୦, ସଙ୍ଗରୋଧରୁ ୪୭, ସ୍ଥାନୀୟ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୭୭୨କୁ ବୃଦ୍ଧି ପାଇଛି। ୧୨,୭୬,୭୮୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮୨୨ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡାରୁ ସର୍ବାଧିକ ୧୨, ଖୋର୍ଦ୍ଧା ୧୦,ଅନୁଗୁଳରୁ ୨, ବାଲେଶ୍ୱର ୧, ବଲାଙ୍ଗୀର ୨, କଟକ ୧, ଦେଓଗଡ ୧. ଗଜପତି ୮, ଜଗତସିଂହପୁର ୧, ଯାଜପୁର ୪, କନ୍ଧମାଳ ୧, କୋରାପୁଟ ୭, ମୟୁରଭଞ୍ଜ ୨, ନବରଙ୍ଗପୁର ୧, ନୂଆପଡା ୩, ପୁରୀ ୧, ସମ୍ବଲପୁର ୯, ସୋନପୁର ୧, ସୁନ୍ଦରଗଡ ୮, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories