www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୧୦୫ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୧୦୦ ପାର୍‍ ସଂକ୍ରମିତଙ୍କ ସଂଖ୍ୟା। ଗତ କିଛି ଦିନ ଧରି ସଂକ୍ରମିତଙ୍କ ସଂଖ୍ୟା ଶହେରେ ସୀମିତ ରହିଥିବା ବେଳେ ୨୪ଘଣ୍ଟାରେ ଆଉ ୧୦୫ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୨,ସଙ୍ଗରୋଧରୁ ୬୪, ସ୍ଥାନୀୟ ୪୧।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୯୫୭କୁ ବୃଦ୍ଧି ପାଇଛି। ୧୨,୭୭,୦୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୨, ବାଲେଶ୍ୱରରୁ ୬, ବରଗଡ ୨, ବଲାଙ୍ଗୀର ୪,ବୌଦ୍ଧ ୨, କଟକ ୧, ଦେଓଗଡ ୧, ଢେଙ୍କାନାଳ ୧, ଗଜପତି ୬, ଜଗତସିଂହପୁର ୩, ଯାଜପୁର ୫, ଝାରସୁଗୁଡା ୧, କନ୍ଧମାଳ ୨, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୫, କୋରାପୁଟ ୪, ମୟୁରଭଞ୍ଜ ୬, ସମ୍ବଲପୁର ୪, ସୁନ୍ଦରଗଡ ୧୭ ଓ ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories