www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ହ୍ରାସ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ଲଗାତାର ଭାବେ କରୋନା ସଂକ୍ରମଣ ହ୍ରାସ ପାଉଛି। ରାଜ୍ୟରେ ଆଉ ୩୮ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯,ସଙ୍ଗରୋଧରୁ ୨୩, ସ୍ଥାନୀୟ ୧୫। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୩୨୩କୁ ବୃଦ୍ଧି ପାଇଛି। ୧୨,୭୭,୬୭୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୭୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୨,ବରଗଡ ୧, ବୌଦ୍ଧ୧, ଗଜପତି ୮, ଗଞ୍ଜାମ ୨, ଜଗତସିଂହପୁର ୧, ଯାଜପୁର ୬, ଝାରସୁଗୁଡା ୧, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୬, ମୟୁରଭଞ୍ଜ ୧, ସମ୍ବଲପୁର ୨, ସୁନ୍ଦରଗଡ ୪, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories