www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଆଉ ୪୩ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୩,ସଙ୍ଗରୋଧରୁ ୨୬,ସ୍ଥାନୀୟ ୧୭। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୪୨୧କୁ ବୃଦ୍ଧି ପାଇଛି। ମୋଟ ୧୨,୭୭,୮୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱର ୩, ବଲାଙ୍ଗୀର ୧, ବୌଦ୍ଧ ୨, କଟକ ୧, ଗଜପତି ୬, ଗଞ୍ଜାମ ୨, ଯାଜପୁର ୩, ଝାରସୁଗୁଡା ୨, କନ୍ଧମାଳ ୧, କେନ୍ଦ୍ରାପଡା ୭, ଖୋର୍ଦ୍ଧା ୫, କୋରାପୁଟ ୧, ମୟୁରଭଞ୍ଜ ୧, ନୂଆପଡା ୧, ସମ୍ବଲପୁର ୨, ସୁନ୍ଦରଗଡ ୪, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories