www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ଆଉ ୧୭ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ତୁଳନାରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି। ଦିନକରେ ଆଉ ୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩,ସଙ୍ଗରୋଧରୁ ୧୦, ସ୍ଥାନୀୟ ୭। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୯୦୨କୁ ବୃଦ୍ଧି ପାଇଛି। ୧୨,୭୮,୬୦୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୬, କଳାହାଣ୍ଡି ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୫, ରାୟଗଡା ୧, ସମ୍ବଲପୁର ୨, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories