www.samajalive.in
Saturday, December 6, 2025
14.1 C
Bhubaneswar

ଓଡିଶାରେ କରୋନା ; ୨୦୬ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତଳେ ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ଏବେ ଏଥିରେ ହ୍ରାସ ଘଟିଛି। ୨୪ ଘଣ୍ଟାରେ ଆଉ ୨୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୭,ସଙ୍ଗରୋଧରୁ ୧୨୧,ସ୍ଥାନୀୟ ୮୫।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡରୁ ୯, ବଲାଙ୍ଗୀର ୭, ବୌଦ୍ଧ ୨, କଟକ ୧୬, ଦେଓଗଡ ୩, ଗଜପତି ୪, ଗଞ୍ଜାମ ୨, ଯାଜପୁର ୬, ଝାରସୁଗୁଡା ୧, କଳାହାଣ୍ଡି ୩, କନ୍ଧମାଳ ୪, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୪୮,କୋରାପୁଟ ୧୧, ମାଲକାନଗିରି ୧, ମୟୁରଭଞ୍ଜ ୬, ନବରଙ୍ଗପୁର ୧, ନୟାଗଡ ୬, ନୂଆପଡା ୯, ପୁରୀ ୩, ସମ୍ବଲପୁର ୧୩, ସୋନପୁର ୧, ସୁନ୍ଦରଗଡ ୩୬, ଷ୍ଟେଟପୁଲରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୪୭୦କୁ ବୃଦ୍ଧି ପାଇଛି। ୧୩,୧୪,୦୦୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ହଜାର ୨୪୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories