www.samajalive.in
Sunday, December 7, 2025
14.1 C
Bhubaneswar

ଓଡିଶାରେ କରୋନା ; ୩୫୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୩୫୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୮୦, ସଙ୍ଗରୋଧରୁ ୨୦୮, ସ୍ଥାନୀୟ ୧୪୭।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୭, ବରଗଡ ୧୨, ଭଦ୍ରକ ୨, ବଲାଙ୍ଗୀର ୨୫, ବୌଦ୍ଧ ୨୮, କଟକ ୨୨, ଦେଓଗଡ ୩, ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୧, ଯାଜପୁର ୧୦, ଝାରସୁଗୁଡା ୪, କଳାହାଣ୍ଡି ୧୪, କନ୍ଧମାଳ ୨, କେନ୍ଦ୍ରାପଡା ୧, କେନ୍ଦୁଝର ୪, ଖୋର୍ଦ୍ଧା ୬୨, କୋରାପୁଟ ୨, ମାଲକାନଗିରି ୨, ମୟୁରଭଞ୍ଜ ୮, ନବରଙ୍ଗପୁର ୧୨,ନୟାଗଡ ୪, ନୂଆପଡା ୧୧,ପୁରୀ ୪, ରାୟଗଡା ୪, ସମ୍ବଲପୁର ୬, ସୋନପୁର ୫, ସୁନ୍ଦରଗଡ ୭୮, ଷ୍ଟେଟପୁଲରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧କୁ ବୃଦ୍ଧି ପାଇଛି। ୧୩,୧୪,୭୫୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ ହଜାର ୧୪୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories