www.samajalive.in
Sunday, December 7, 2025
18.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ୨୨୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଗତ କିଛିଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଶହରେ ସୀମିତ ରହିଛି। ୨୪ ଘଣ୍ଟାରେ ଆଉ ୨୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୯,ସଙ୍ଗରୋଧରୁ ୧୩୨,ସ୍ଥାନୀୟ ୯୪।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ବରଗଡରୁ ୪, ଭଦ୍ରକ ୨, ବଲାଙ୍ଗୀର ୫, ବୌଦ୍ଧ ୨, କଟକ ୧୪, ଜଗତସିଂହପୁର ୫, ଯାଜପୁର ୫, ଝାରସୁଗୁଡା ୧, କଳାହାଣ୍ଡି ୭, କନ୍ଧମାଳ ୭, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୧୦୪, କୋରାପୁଟ ୪, ମୟୁରଭଞ୍ଜ ୨, ନବରଙ୍ଗପୁର ୧, ନୟାଗଡ ୩, ନୂଆପଡା ୪, ପୁରୀ ୭,ରାୟଗଡା ୨, ସମ୍ବଲପୁର ୭, ସୋନପୁର ୨, ସୁନ୍ଦରଗଡ ୧୯, ଷ୍ଟେଟ ପୁଲରୁ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛି। ଆଉ ୨୨୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଥିବା ବେଳେ ମୋଟ ୧୩,୧୭,୦୪୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୦୭୦କୁ ବୃଦ୍ଧି ପାଇଛି। ଆଉ ୧ ହଜାର ୭୯୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories