www.samajalive.in
Saturday, December 6, 2025
15.1 C
Bhubaneswar

ଓଡିଶାରେ ତଳମୁହାଁ କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୦,ସଙ୍ଗରୋଧରୁ ୧୦୫,ସ୍ଥାନୀୟ ୭୪।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୪, ବରଗଡ ୪, ଭଦ୍ରକ ୧, ବଲାଙ୍ଗୀର ୨,ବୌଦ୍ଧ ୧, କଟକ ୮, ଦେଓଗଡ ୩, ଢେଙ୍କାନାଳ ୧, ଗଜପତି ୨, ଗଞ୍ଜାମ ୧, ଜଗତସିଂହପୁର ୪, ଯାଜପୁର ୬, ଝାରସୁଗୁଡା ୪, କଳାହାଣ୍ଡି ୧, କନ୍ଧମାଳ ୪, କେନ୍ଦୁଝର ୧, ଖୋର୍ଦ୍ଧା ୩୬, କୋରାପୁଟ ୧, ମୟୁରଭଞ୍ଜ ୬, ନବରଙ୍ଗପୁର ୧୮, ନୟାଗଡ ୧୪, ନୂଆପଡା ୩, ପୁରୀ ୬, ରାୟଗଡା ୩, ସମ୍ବଲପୁର ୪, ସୋନପୁର ୫, ସୁନ୍ଦରଗଡ ୨୭, ଷ୍ଟେଟ ପୁଲରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୬୪୪କୁ ବୃଦ୍ଧି ପାଇଛି। ସେହିପରି ୧୩,୧୭,୬୮୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୨୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories