www.samajalive.in
Saturday, December 6, 2025
26.1 C
Bhubaneswar

ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ୫୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଦୈନିକ ଲଗାତାର ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ମଧ୍ୟରେ ରହୁଛି। ଏହାସହ ସ୍ଥାନୀୟ ପଜିଟିଭ ସଂଖ୍ୟା ମଧ୍ୟ କମିଛି। ୨୪ ଘଣ୍ଟାରେ ରାଜ୍ୟରେ ୫୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ସ୍ଥାନୀୟ ଅଞ୍ଚଳରୁ ୨୨୧ ଓ ସଙ୍ଗରୋଧ କେନ୍ଦ୍ରରୁ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚିଛି। ୩,୧୦,୫୪୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫,୯୭୧ ସକ୍ରିୟ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୫୨, ମୟୁରଭଞ୍ଜ ୪୯ , କଟକରୁ ୪୫ , ଖୋର୍ଦ୍ଧା ୪୦ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୩୬, ବାଲେଶ୍ୱର ୨୬, ବରଗଡ ୨୪, ଭଦ୍ରକ ୬, ବଲାଙ୍ଗୀର ୩୭, ଦେଓଗଡ ୧, ଢେଙ୍କାନାଳ ୮, ଗଞ୍ଜାମ ୧୦, ଜଗତସିଂହପୁର ୧୬, ଯାଜପୁର ୧୮, ଝାରସୁଗୁଡ଼ା ୧୬, କଳାହାଣ୍ଡି ୬, କନ୍ଧମାଳ ୪, କେନ୍ଦ୍ରାପଡ଼ା ୧୭, କେନ୍ଦୁଝର ୨୫, କୋରାପୁଟ ୯, ମାଲକାନଗିରି ୪, ନବରଙ୍ଗପୁର ୧, ନୂଆପଡ଼ା ୨୩, ପୁରୀ ୧୫, ରାୟଗଡ଼ା ୧, ସମ୍ବଲପୁର ୧୭, ସୋନପୁର ୪, ଷ୍ଟେଟ ପୁଲରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories