www.samajalive.in
Monday, December 8, 2025
27.1 C
Bhubaneswar

ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା; ନୂଆ ଆକ୍ରାନ୍ତ ୩୦୦

ଭୁବନେଶ୍ୱର :ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା। ଯାହା ରାଜ୍ୟ ବାସୀଙ୍କ ପାଇଁ ଆଶ୍ୱସ୍ତି ଆଣୁଛି। ୨୪ ଘଣ୍ଟାରେ ଆଉ ୩୦୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୨୬ । ଏହାସହ ମୋଟ ପଜିଟିଭ ସଂଖ୍ୟା ୩,୨୪,୩୮୯ରେ ପହଞ୍ଚିଛି। ୩,୧୯,୪୫୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୦୬୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ୧୪, ବରଗଡ ୧୧, ଭଦ୍ରକ ୧, ବଲାଙ୍ଗୀର ୧୨, କଟକ ୨୦, ଦେଓଗଡ ୧, ଢେଙ୍କାନାଳ ୩, ଗଞ୍ଜାମ ୪, ଜଗତସିଂହପୁର ୧୧, ଯାଜପୁର ୭, ଝାରସୁଗୁଡ଼ା ୩, କଳାହାଣ୍ଡି ୬, କେନ୍ଦ୍ରାପଡ଼ା ୧୧, କେନ୍ଦୁଝର ୨, ଖୋର୍ଦ୍ଧା ୩୬, କୋରାପୁଟ ୪, ମୟୁରଭଞ୍ଜ ୧୭, ନବରଙ୍ଗପୁର ୨, ନୟାଗଡ ୧, ନୂଆପଡ଼ା ୧୧, ପୁରୀ ୧୯, ରାୟଗଡା ୧, ସମ୍ବଲପୁର ୧୫, ସୋନପୁର ୧, ସୁନ୍ଦରଗଡ ୩୪, ଷ୍ଟେଟପୁଲରୁ ୯ ଚିହ୍ନଟ ହୋଇଛନ୍ତି।

 

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories