www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୩ଲକ୍ଷ ୨୫ ହଜାର ; ନୂଆ ଆକ୍ରାନ୍ତ ୩୫୬

ଭୁବନେଶ୍ୱର : ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ସହ ମୋଟ ଆକ୍ରାନ୍ତଙ୍କ ସହ ୩ଲକ୍ଷ ୨୫ ହଜାର ଟପିଛି। ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୫୬ କରୋନା ଆକ୍ରାନ୍ତ। ସଙ୍ଗରୋଧ କେନ୍ଦ୍ରରୁ ୧୯୯,ସ୍ଥାନୀୟ ୧୫୭। ମୋଟ ଆକ୍ରାଙ୍କ ସଂଖ୍ୟା ୩,୨୫,୮୬୧କୁ ବୃଦ୍ଧି ପାଇଛି। ୩,୨୦,୯୪୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୦୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୧ ଓ ସୁନ୍ଦରଗଡରୁ ୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୯, ବାଲେଶ୍ୱର ୨୬, ବରଗଡ ୧୭, ଭଦ୍ରକ ୭, ବଲାଙ୍ଗୀର ୧୦, କଟକ ୧୯, ଢେଙ୍କାନାଳ ୧, ଗଜପତି ୨, ଜଗତସିଂହପୁର ୧୩, ଯାଜପୁର ୯, ଝାରସୁଗୁଡ଼ା ୬, କଳାହାଣ୍ଡି ୭, କନ୍ଧମାଳ ୧,କେନ୍ଦ୍ରାପଡ଼ା ୯, କେନ୍ଦୁଝର ୬, ମୟୁରଭଞ୍ଜ ୨୯, ନବରଙ୍ଗପୁର ୩, ନୟାଗଡ ୨, ନୂଆପଡ଼ା ୧୮, ପୁରୀ ୨୦ , ରାୟଗଡ଼ା ୪, ସମ୍ବଲପୁର ୨୫, ସୋନପୁର ୧, ଷ୍ଟେଟ ପୁଲରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories