www.samajalive.in
Saturday, December 6, 2025
15.1 C
Bhubaneswar

କମୁଛି ଆକ୍ରାନ୍ତଙ୍କ ସଂଖ୍ୟା ; ୩୦୦ ମଧ୍ୟରେ ସୀମିତ ନୂଆ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ନୂଆ ପଜିଟିଭଙ୍କ ସଂଖ୍ୟା ୩୦୦ ମଧ୍ୟରେ ସୀମିତ ରହିଛି। ୨୪ ଘଣ୍ଟାରେ ଆଉ ନୂଆ ଆକ୍ରାନ୍ତ ୨୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୪୮, ସ୍ଥାନୀୟ ୧୦୩। ମୋଟ ପଜିଟିଭ ସଂଖ୍ୟା ୩,୩୦,୧୧୭କୁ ବୃଦ୍ଧି ପାଇଛି। ୩,୨୫,୭୩୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୪୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୨ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରରୁ ୩୫ ଓ ସୁନ୍ଦରଗଡରୁ ୩୪ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୩୧, ବାଲେଶ୍ୱର ୮, ବରଗଡ ୧୫, ଭଦ୍ରକ ୧, ବଲାଙ୍ଗୀର ୧୩, ବୌଦ୍ଧ ୩, କଟକ ୪, ଦେଓଗଡ ୪, ଗଞ୍ଜାମ ୩, ଜଗତସିଂହପୁର ୨, ଯାଜପୁର ୧୪, ଝାରସୁଗୁଡା ୧୩, କେନ୍ଦ୍ରାପଡା ୮, ଖୋର୍ଦ୍ଧା ୧୪, କୋରାପୁଟ ୫, ମୟୁରଭଞ୍ଜ ୪, ନୟାଗଡ ୧, ନୂଆପଡା ୨୩, ପୁରୀ ୧୨, ସୋନପୁର ୧, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories