www.samajalive.in
Thursday, December 11, 2025
27.1 C
Bhubaneswar

୨୦୦ରେ ସୀମିତ ଆକ୍ରାନ୍ତଙ୍କ ସଂଖ୍ୟା ; ଆଉ ପଜିଟିଭ ୧୯୨

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । କିଛି ଦିନ ମଧ୍ୟରେ ୪୦୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଥିବା ବେଳେ ଆଜି ୨୦୦ ମଧ୍ୟରେ ସୀମିତ ରହିଛି। ଆଉ ୧୯୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୦୯, ସ୍ଥାନୀୟ ୮୩। ମୋଟ ପଜିଟିଭ ସଂଖ୍ୟା ୩,୩୦,୩୦୯କୁ ବୃଦ୍ଧି ପାଇଛି। ୩,୨୫,୯୬୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୪୦୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୪ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୪, ବାଲେଶ୍ୱର ୩, ବରଗଡ ୮, ବଲାଙ୍ଗୀର ୧୭, ବୌଦ୍ଧ ୧, କଟକ ୧୦, ଦେଓଗଡ ୧, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୨, ଯାଜପୁର ୯, ଝାରସୁଗୁଡା ୧୩, କେନ୍ଦ୍ରାପଡା ୯, ଖୋର୍ଦ୍ଧା ୧୦, କୋରାପୁଟ ୧, ମୟୁରଭଞ୍ଜ ୯, ନବରଙ୍ଗପୁର ୧, ନୟାଗଡ ୧, ନୂଆପଡା ୪, ପୁରୀ ୧୩, ରାୟଗଡା ୨, ସମ୍ବଳପୁର ୧୬, ସୋନପୁର ୧, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories