www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୮୩

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ଲଗାତାର ୨ ଦିନ ହେବ ରାଜ୍ୟରେ ୨୦୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୀମିତ ରହୁଛି। ଆଉ ନୂଆ ୧୮୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୦୬, ସ୍ଥାନୀୟ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୩,୩୦,୪୯୨କୁ ବୃଦ୍ଧି ପାଇଛି। ୩,୨୬,୨୦୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୩୪୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୪,ବାଲେଶ୍ୱର ୨, ବରଗଡ ୯, ଭଦ୍ରକ ୨, ବଲାଙ୍ଗୀର ୬, ବୌଦ୍ଧ ୧, କଟକ ୬, ଦେଓଗଡ ୧, ଢେଙ୍କାନାଳ ୧, ଗଜପତି ୨, ଗଞ୍ଜାମ ୫, ଜଗତସିଂହପୁର ୫, ଯାଜପୁର ୧୧, ଝାରସୁଗୁଡା ୮, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୧୦, କେନ୍ଦୁଝର ୧, ଖୋର୍ଦ୍ଧା ୧୪, ମାଲାକାନଗିରି ୧, ମୟୁରଭଞ୍ଜ ୫, ନୂଆପଡା ୧୦, ପୁରୀ ୬, ସମ୍ବଲପୁର ୧୦, ସୋନପୁର ୨, ଷ୍ଟେଟ ପୁଲରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories