www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ; ନୂଆ ପଜିଟିଭ ୨୪୫

ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ହେଉଛି। ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତ ସଂଖ୍ୟା ୩୦୦ ମଧ୍ୟରେ ସୀମିତ ରହିଛି। ଆଉ ୨୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୪୧, ସ୍ଥାନୀୟ ୧୦୪। ମୋଟ ପଜିଟିଭ ସଂଖ୍ୟା ୩,୩୧,୩୯୬କୁ ବୃଦ୍ଧି ପାଇଛି। ୩,୨୭,୨୯୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୧୬୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗୀରରୁ ସର୍ବାଧିକ ୪୦। ଅନୁଗୁଳରୁ ୨୦, ବାଲେଶ୍ୱର ୧୬, ବରଗଡ ୧୩, ଭଦ୍ରକ ୩, ବୌଦ୍ଧ ୨, କଟକ ୫, ଦେଓଗଡ ୩, ଢେଙ୍କାନାଳ ୧, ଯାଜପୁର ୧୨, ଝାରସୁଗୁଡ଼ା ୧୬, କେନ୍ଦ୍ରାପଡା ୫, କେନ୍ଦୁଝର ୧୦, ଖୋର୍ଦ୍ଧା ୨୫, ମାଲକାନଗିରି ୪, ମୟୁରଭଞ୍ଜ ୧୩, ନୟାଗଡ ୨, ନୂଆପଡ଼ା ୭, ପୁରୀ ୬,ରାୟଗଡା ୧, ସମ୍ବଲପୁର ୩, ସୋନପୁର ୪, ସୁନ୍ଦରଗଡ ୨୯, ଷ୍ଟେଟ ପୁଲରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories