www.samajalive.in
Sunday, December 7, 2025
16.1 C
Bhubaneswar

ରାଜ୍ୟରେ ଚିହ୍ନଟ ଆକ୍ରାନ୍ତ ୧୨୪୭ ; ସ୍ଥାନୀୟ ଆକ୍ରାନ୍ତ ୫୧୮

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ୨୪ ଘଣ୍ଟାରେ ୧ହଜାର ୨୪୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୨୯ ସଙ୍ଗରୋଧ କେନ୍ଦ୍ରରୁ ଓ ୫୧୮ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୩,୯୪୨ରେ ପହଞ୍ଚିଛି। ୨,୬୬,୧୦୫ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬,୫୧୨ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨୦୬ ଓ କଟକରୁ ୧୦୫। ଅନୁଗୁଳରୁ ୬୯, ବାଲେଶ୍ୱର ୨୩, ବରଗଡ଼ ୩୨, ଭଦ୍ରକ ୭, ବଲାଙ୍ଗୀର ୬୮, ବୌଦ୍ଧ ୩୭, ଦେଓଗଡ଼ ୧୬, ଢେଙ୍କାନାଳ ୪୦, ଗଞ୍ଜାମ ୧୭, ଜଗତସିଂହପୁର ୫୪, ଯାଜପୁର ୩୨, ଝାରସୁଗୁଡ଼ା ୩୫, କଳାହାଣ୍ଡି ୪୦, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୪୯, କେନ୍ଦୁଝର ୪୧, କୋରାପୁଟ ୨୬, ମାଲକାନଗିରି ୧୧, ମୟୁରଭଞ୍ଜ ୭୧, ନବରଙ୍ଗପୁର ୧୨, ନୟାଗଡ଼ ୧୪, ନୂଆପଡ଼ା ୩୮, ପୁରୀ ୨୨, ରାୟଗଡ଼ା ୪, ସମ୍ବଲପୁର ୨୪, ସୋନପୁର ୧୮, ସୁନ୍ଦରଗଡ଼ ୯୬, ଷ୍ଟେଟ ପୁଲରୁ ୨୯ ଚିହ୍ନଟ ହୋଇଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories