www.samajalive.in
Saturday, December 13, 2025
15.1 C
Bhubaneswar

ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା ; ଆଉ ପଜିଟିଭ ୧୧୩

ଭୁବନେଶ୍ୱର : ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଦିନକରେ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୬୭,ସ୍ଥାନୀୟ ୪୬; ମୋଟ ପଜିଟିଭ ୩,୩୪,୭୮୦କୁ ପାଇଛି। ୩,୩୧,୫୩୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୨୮୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ ସମ୍ବଲପୁରରୁ ସର୍ବାଧିକ ୧୮। ଅନୁଗୁଳରୁ ୧୦, ବାଲେଶ୍ୱର ୪, ବରଗଡ ୮, ଭଦ୍ରକ ୩, ବଲାଙ୍ଗୀର ୬, କଟକ ୯, ଗଜପତି ୩, ଗଞ୍ଜାମ ୧, ଯାଜପୁର ୩, ଝାରସୁଗୁଡା ୩, କଳାହାଣ୍ଡି ୨, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୮, ମୟୁରଭଞ୍ଜ ୨, ନୂଆପଡା ୧୧, ପୁରୀ ୧, ରାୟଗଡା ୧, ସୁନ୍ଦରଗଡ ୧୭, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories