www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ୬୦ରେ ସୀମିତ ପଜିଟିଭ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଦୀର୍ଘ ଦିନପରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ସ୍ତରରେ ୬୦ରେ ସୀମିତ ରହିଛି। ଦିନକରେ ୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୩୫, ସ୍ଥାନୀୟ ୨୩। ମୋଟ ପଜିଟିଭ ୩,୩୬,୦୪୨ରେ ପହଞ୍ଚିଛି। ୩,୩୩,୨୮୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୧୦। ଅନୁଗୁଳ ୫, ବାଲେଶ୍ୱର ୬, ବରଗଡ ୧, ଭଦ୍ରକ ୧, ବଲାଙ୍ଗୀର ୨, ଦେଓଗଡ ୨, ଗଞ୍ଜାମ ୧, ଯାଜପୁର ୫, ଝାରସୁଗୁଡା ୧, କଳାହାଣ୍ଡି ୧, ଖୋର୍ଦ୍ଧା ୭, ମାଲକାନଗିରି ୨, ମୟୁରଭଞ୍ଜ ୪, ନୂଆପଡା ୩ , ପୁରୀ ୬, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories