www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଚିହ୍ନଟ ନୂଆ କରୋନା ପଜିଟିଭ ୧୭୦୯ ; ମୋଟ ଆକ୍ରାନ୍ତ ୨,୯୧,୮୨୫

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୭୦୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୮୫ ଓ ସ୍ଥାନୀୟ ଅଞ୍ଚଳରୁ ୭୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ମୋଟ ଆକ୍ରାନ୍ତ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଛି। ୨,୭୫,୭୪୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪,୬୯୨ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୨୧ ଓ କଟକରୁ ୧୧୫। ଅନୁଗୁଳରୁ ୭୯, ବାଲେଶ୍ୱରରୁ ୬୧,ବରଗଡ଼ ୯୯, ଭଦ୍ରକ୧୧, ବଲାଙ୍ଗୀର ୫୩, ବୌଦ୍ଧ ୧୮, ଦେଓଗଡ଼ ୯, ଢେଙ୍କାନାଳ ୬୪, ଗଜପତି ୪, ଗଞ୍ଜାମ ୧୯, ଜଗତସିଂହପୁର ୬୮, ଯାଜପୁର ୪୧, ଝାରସୁଗୁଡ଼ା ୨୮, କଳାହାଣ୍ଡି ୭୨, କନ୍ଧମାଳ ୨୦, କେନ୍ଦ୍ରାପଡ଼ା ୫୦, କେନ୍ଦୁଝର ୭୨, କୋରାପୁଟ ୩୮, ମାଲକାନଗିରି ୩୯, ମୟୁରଭଞ୍ଜ ୧୨୧, ନବରଙ୍ଗପୁର ୨୬, ନୟାଗଡ ୨୯, ନୂଆପଡା ୮୬, ପୁରୀ ୫୮, ରାୟଗଡ଼ା ୧୬, ସମ୍ବଲପୁର ୪୩, ସୋନପୁର ୭, ସୁନ୍ଦରଗଡ଼ ୧୦୭, ଷ୍ଟେଟ ପୁଲ ୩୫ ଚିହ୍ନଟ ହୋଇଛନ୍ତି।

 

Hot this week

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

Related Articles

Popular Categories