www.samajalive.in
Saturday, December 6, 2025
23.1 C
Bhubaneswar

୨୧ ଜିଲାରୁ ୬୮ ନୂଆ କରୋନା ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ହେଉଛି। ଦିନକରେ ୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୪୦, ସ୍ଥାନୀୟ ୨୮। ମୋଟ ପଜିଟିଭ ୩,୩୬,୮୩୫ରେ ପହଞ୍ଚିଛି। ୩,୩୪,୨୪୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୧ ଜିଲା ଓ ଷ୍ଟେଟ ପୁଲରୁ ଏକ ଅଙ୍କ ବିଷିଷ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ । ଅନୁଗୁଳ ୩, ବାଲେଶ୍ୱର ୬, ବରଗଡ ୧, ବଲାଙ୍ଗୀର ୬, ବୌଦ୍ଧ ୧, କଟକ ୨,ଦେଓଗଡ ୩, ଗଜପତି ୧, ଗଞ୍ଜାମ ୧, ଯାଜପୁର ୪, ଝାରସୁଗୁଡା ୫, କଳାହାଣ୍ଡି ୧, ମାଲକାନଗିରି ୧,ମୟୁରଭଞ୍ଜ ୩, ନବରଙ୍ଗପୁର ୧, ପୁରୀ ୩, ରାୟଗଡା ୧, ସମ୍ବଲପୁର ୭, ସୋନପୁର ୨, ସୁନ୍ଦରଗଡ ୬, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories