www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ୭୩୭ ; ଆଉ ପଜିଟିଭ ୮୬

ଭୁବନେଶ୍ୱର : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ସୀମିତ ରହିଛି। ଦିନକରେ ଆଉ ୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୦, ସ୍ଥାନୀୟ ୩୬। ମୋଟ ପଜିଟିଭ ସଂଖ୍ୟା ୩,୩୭,୨୭୭ରେ ପହଞ୍ଚିଛି। ୩,୩୪,୫୭୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୩୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ସର୍ବାଧିକ ୧୬ ଓ ପୁରୀରୁ ୧୨ ଆକ୍ରାନ୍ତ। ଅନ୍ୟ ଜିଲାରୁ ଏକ ଅଙ୍କ ବିଶିଷ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ୧, ବାଲେଶ୍ୱର ୭, ବରଗଡ ୧, ବଲାଙ୍ଗୀର ୩, କଟକ ୯, ଦେଓଗଡ ୩, ଯାଜପୁର ୪, ଝାରସୁଗୁଡା ୭, କେନ୍ଦୁଝର ୧,ଖୋର୍ଦ୍ଧା ୫, ମୟୁରଭଞ୍ଜ ୮, ନୂଆପଡା ୧, ସୋନପୁର ୧, ସୁନ୍ଦରଗଡ ୬, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ProSolution is the best option for men who are experiencing erectile dysfunction, especially if they are experiencing a major loss of sex drive. cialis generic south africa Extenze is a supplement alternative for men to take who suffer from erectile dysfunction and are looking for an immediate reaction.

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories