www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ପୁଣି ଶହେ ମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ପୁଣି ଶହେ ମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୩, ସ୍ଥାନୀୟ ୩୮। ମୋଟ ପଜିଟିଭ ସଂଖ୍ୟା ୩,୩୭,୬୨୦କୁ ବୃଦ୍ଧି ପାଇଛି। ୩,୩୪,୮୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।୮୧୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ସର୍ବାଧିକ ୧୪, ସୁନ୍ଦରଗଡ ୧୩, ବାଲେଶ୍ୱର ୧୨ ଓ ଖୋର୍ଦ୍ଧାରୁ ୧୦ ଆକ୍ରାନ୍ତ। ଅନୁଗୁଳରୁ ୧, ଭଦ୍ରକ ୯, ବଲାଙ୍ଗୀର ୧, ବୌଦ୍ଧ ୧, କଟକ ୧, ଦେଓଗଡ ୧, ଗଞ୍ଜାମ ୩, ଜଗତସିଂହପୁର ୨, ଯାଜପୁର ୬, ଝାରସୁଗୁଡା ୩, ମୟୁରଭଞ୍ଜ ୬, ନବରଙ୍ଗପୁର ୨,ପୁରୀ ୩, ରାୟଗଡା ୧, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories