www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରୁ ୨୧୦ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ପୁଣି ବୃଦ୍ଧି ପାଉଛି ପୁଣି ସଂକ୍ରମଣ । ଦିନକରେ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ , ସ୍ଥାନୀୟ ୮୬। ମୋଟ ପଜିଟିଭ ୩,୩୯,୯୦୪ରେ ପହଞ୍ଚିଛି। ୩,୩୬,୪୮୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୪୯ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୧ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧ ଓ ନୂଆପଡାରୁ ୨୩ । କଟକ ୧୯, ସୁନ୍ଦରଗଡ, ବଲାଙ୍ଗୀର, କଳାହାଣ୍ଡି, ଷ୍ଟେଟ ପୁଲରୁ ୧୨ ଲେଖାଏଁ , ସମ୍ବଲପୁର ୧୧, ଅନୁଗୁଳ ୭, ବାଲେଶ୍ୱର ୬, ବରଗଡ ୮, ଢେଙ୍କାନାଳ ୧, ଗଞ୍ଜାମ ୩, ଯାଜପୁର, ମୟୁରଭଞ୍ଜରୁ ୮ଲେଖାଏଁ , ଝାରସୁଗୁଡା ୪, କେନ୍ଦ୍ରାପଡା ୨, କେନ୍ଦୁଝର ୧, ନବରଙ୍ଗପୁର ୧, ନୟାଗଡ ୨, ପୁରୀ ୫, ରାୟଗଡା ୨, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories