www.samajalive.in
Tuesday, December 9, 2025
23.1 C
Bhubaneswar

ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତ ୧,୮୩୭ ; ନୂଆ ସଂକ୍ରମିତ ୨୧୮

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୨୦୦ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ନୂଆ ପଜିଟିଭ ୨୧୮ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୯, ସ୍ଥାନୀୟ ୮୯। ମୋଟ ପଜିଟିଭ ୩,୪୦,୬୨୦କୁ ବୃଦ୍ଧି ପାଇଛି। ୩,୩୬, ୮୦୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୮୩୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୪ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡରୁ ସର୍ବାଧିକ ୩୪ । ନୂଆପଡାରୁ ୨୯, ସୁନ୍ଦରଗଡ ୨୬, ଖୋର୍ଦ୍ଧା ୨୫,କଟକ ୧୬,କଳାହାଣ୍ଡି ୧୩, ଅନୁଗୁଳରୁ ୧୨, ବାଲେଶ୍ୱର ୬, ବଲାଙ୍ଗୀର ୯, ନବରଙ୍ଗପୁର ୬, ଯାଜପୁର ୪, ଗଞ୍ଜାମ ୬, ମୟୁରଭଞ୍ଜ ୫, ଜଗତସିଂହପୁର ୩, ନୟାଗଡ ୩, ଢେଙ୍କାନାଳ ୩, ଝାରସୁଗୁଡା ୧,କନ୍ଧମାଳ ୧, କେନ୍ଦୁଝର ୨, ପୁରୀ ୨, ରାୟଗଡା ୩, ସମ୍ବଲପୁର ୧, ସୋନପୁର ୧, ଭଦ୍ରକ ୧, ଷ୍ଟେଟ ପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

Related Articles

Popular Categories