www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ବୃଦ୍ଧି ପାଉଛି ସଂକ୍ରମଣ ; ନୂଆ ଆକ୍ରାନ୍ତ ୩୯୪

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କିଛି ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ରେ ସୀମିତ ରହୁଥିବା ବେଳେ ଆଜି ୪ଶହ ନିକଟତର ହୋଇଛି। ଦିନକରେ ରାଜ୍ୟରେ ୩୯୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୨୩୧, ସ୍ଥାନୀୟ ୧୬୩। ସେହିପରି ମୋଟ ପଜିଟିଭଙ୍କ ସଂଖ୍ୟା ୩,୪୧,୩୧୧କୁ ବୃଦ୍ଧି ପାଇଛି। ୩,୩୭,୦୯୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୨୪୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୫ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୦ ଆକ୍ରାନ୍ତ।ଅନୁଗୁଳ ୨୪, ବାଲେଶ୍ୱର ୫, ବରଗଡ ୩୪, ଭଦ୍ରକ ୪,ବଲାଙ୍ଗୀର ୧୦, କଟକ ୨୭, ଢେଙ୍କାନାଳ ୪, ଗଞ୍ଜାମ ୭, ଜଗତସିଂହପୁର ୨, ଯାଜପୁର ୭, ଝାରସୁଗୁଡ଼ା ୬, କଳାହାଣ୍ଡି ୪୩, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୩, କୋରାପୁଟ ୪, ମୟୁରଭଞ୍ଜ ୧୯, ନବରଙ୍ଗପୁର ୩, ନୟାଗଡ ୧, ନୂଆପଡା ୪୦, ପୁରୀ ୧୨, ରାୟଗଡା ୩, ସମ୍ବଲପୁର ୧୪, ସୋନପୁର ୪, ସୁନ୍ଦରଗଡ ୩୧, ଷ୍ଟେଟ ପୁଲରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories