www.samajalive.in
Sunday, December 7, 2025
18.1 C
Bhubaneswar

ରାଜ୍ୟରେ ୫ଶହ ତଳେ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୫୭ କରୋନା ସଂକ୍ରମିତ । ଶୂନ୍ୟରୁ ୧୮ ମଧ୍ୟରେ ୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୨୬୫,ସ୍ଥାନୀୟ ୧୯୨ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୧୭,୭୧୮କୁ ବୃଦ୍ଧି ପାଇଛି। ୧୦,୦୩,୬୦୩ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫,୯୪୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫, ବାଲେଶ୍ୱର ୨୮, ବରଗଡ ୪, ଭଦ୍ରକ ୧୦, ବଲାଙ୍ଗୀର ୧, କଟକ ୪୪, ଦେଓଗଡ ୩, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୮, ଜଗତସିଂହପୁର ୧୦, ଯାଜପୁର ୧୮, ଝାରସୁଗୁଡା ୨, କଳାହାଣ୍ଡି ୧, କେନ୍ଦ୍ରାପଡା ୩, କେନ୍ଦୁଝର ୩, ଖୋର୍ଦ୍ଧା ୨୦୭, କୋରାପୁଟ ୪, ମାଲକାନଗିରି ୧, ମୟୁରଭଞ୍ଜ ୧୯, ନବରଙ୍ଗପୁର ୪, ନୟାଗଡ ୪, ପୁରୀ ୭, ରାୟଗଡା ୭, ସମ୍ବଲପୁର ୩, ସୁନ୍ଦରଗଡ ୧୦, ଷ୍ଟେଟ ପୁଲରୁ ୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories