www.samajalive.in
Saturday, December 6, 2025
17.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୨୦୨ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୨୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମ ରୁ ୧୮ ବର୍ଷ ମଧ୍ୟରେ ୪୫, ସଙ୍ଗରୋଧରୁ ୧୧୭, ସ୍ଥାନୀୟ ୮୫।

- Advertisement -


ଅନୁଗୁଳରୁ ୧, ବାଲେଶ୍ୱର ୪, ବରଗଡ ୧୦, ଭଦ୍ରକ ୧, ବଲାଙ୍ଗୀର ୩, କଟକ ୧୧, ଦେଓଗଡ ୧, ଗଜପତି ୪,ଗଞ୍ଜାମ ୧, ଜଗତସିଂହପୁର ୫, ଯାଜପୁର ୬, କନ୍ଧମାଳ ୫, କେନ୍ଦ୍ରାପଡା ୬, କେନ୍ଦୁଝର ୭, ଖୋର୍ଦ୍ଧା ୩୧, ମୟୁରଭଞ୍ଜ ୧୦, ନବରଙ୍ଗପୁର ୧୧, ନୟାଗଡ ୭, ନୂଆପଡା ୬, ପୁରୀ ୪, ରାୟଗଡା ୨, ସମ୍ବଲପୁର ୧୭, ସୋନପୁର ୨, ସୁନ୍ଦରଗଡ ୪୧, ଷ୍ଟେଟପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୨,୭୩୫କୁ ବୃଦ୍ଧି ପାଇଛି। ୧୩,୨୨,୦୯୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧ ହଜାର ୪୦୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories