www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟରେ ଶହେରେ ସୀମିତ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ଆଉ ୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରୁ ୧୧, ସଙ୍ଗରୋଧରୁ ୩୭,ସ୍ଥାନୀୟ ୨୬। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫କୁ ବୃଦ୍ଧି ପାଇଛି। ମୋଟ ୧୩,୨୪,୭୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୭୧୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୬, ବରଗଡ ୪, ବଲାଙ୍ଗୀର ୧, କଟକ ୮, ଜଗତସିଂହପୁର ୧, ଯାଜପୁର ୩, ଝାରସୁଗୁଡା ୧, କଳାହାଣ୍ଡି ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୬,ମୟୁରଭଞ୍ଜ ୧, ନୟାଗଡ ୪, ନୂଆପଡା ୫, ପୁରୀ ୬, ସମ୍ବଲପୁର ୨, ସୁନ୍ଦରଗଡ ୧୧, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories