www.samajalive.in
Saturday, December 6, 2025
17.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ୮୨ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୨ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୦,ସଙ୍ଗରୋଧରୁ ୪୮ ,ସ୍ଥାନୀୟ ୩୪ । ଆଉ ୬୨୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୮୭କୁ ବୃଦ୍ଧି ପାଇଛି। ୧୩,୨୪,୯୧୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧, ବରଗଡ ୩, ଭଦ୍ରକ ୧, କଟକ ୧୦, ଦେଓଗଡ ୨, ଢେଙ୍କାନାଳ ୧, ଗଞ୍ଜାମ ୩, ଯାଜପୁର ୩, କଳାହାଣ୍ଡି ୨,କେନ୍ଦୁଝର ୩, ଖୋର୍ଦ୍ଧା ୧୩, ମୟୁରଭଞ୍ଜ ୧,ନବରଙ୍ଗପୁର ୧, ନୟାଗଡ ୨, ନୂଆପଡା ୩, ପୁରୀ ୧୧,ରାୟଗଡା ୨, ସମ୍ବଲପୁର ୩, ସୁନ୍ଦରଗଡ ୧୪ ଓ ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories