www.samajalive.in
Friday, December 5, 2025
17.1 C
Bhubaneswar

ରାଜ୍ୟରେ କରୋନା ; ଚିହ୍ନଟ ହେଲେ ୧୯୪ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଶହରେ ସୀମିତ ରହିଛି। ୨୪ ଘଣ୍ଟାରେ ଆଉ ୧୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୨,ସଙ୍ଗରୋଧରୁ ୧୧୫ ଓ ସ୍ଥାନୀୟ ୭୯।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧, ବାଲେଶ୍ୱର ୧, ବଲାଙ୍ଗୀର ୧୧, କଟକ ୩୩, ଦେଓଗଡ ୩, ଗଞ୍ଜାମ ୧, ଯାଜପୁର ୬, ଝାରସୁଗୁଡା ୩, କଳାହାଣ୍ଡି ୧୬, କନ୍ଧମାଳ ୩, କେନ୍ଦ୍ରାପଡା ୧, କେନ୍ଦୁଝର ୧, ଖୋର୍ଦ୍ଧା ୪୦,କୋରାପୁଟ ୩, ମୟୁରଭଞ୍ଜ ୨, ନବରଙ୍ଗପୁର ୧୧,ନୟାଗଡ ୬, ନୂଆପଡା ୧୧, ପୁରୀ ୪, ରାୟଗଡା ୨, ସମ୍ବଲପୁର ୯, ସୋନପୁର ୪, ସୁନ୍ଦରଗଡ ୧୩, ଷ୍ଟେଟପୁଲରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪କୁ ବୃଦ୍ଧି ପାଇଛି। ୧୩,୧୯,୩୭୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧ ହଜାର ୮୧୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories