www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ୭୫୩ ; ନୂଆ କରୋନା ଆକ୍ରାନ୍ତ ୫୯

ଭୁବନେଶ୍ୱର : ରାଜ୍ୟରେ ୬୦ରେ ସୀମିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୫, ସ୍ଥାନୀୟ ୨୪। ମୋଟ ପଜିଟିଭ ୩,୩୭,୮୦୩କୁ ବୃଦ୍ଧି ପାଇଛି। ୩,୩୫,୦୮୦ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୯ ଜିଲାରୁ ଏକ ଅଙ୍କ ବିଶିଷ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୯ ଓ ସୁନ୍ଦରଗଡରୁ ୬ ଆକ୍ରାନ୍ତ। ଯାଜପୁର ୫, ଅନୁଗୁଳ,ବାଲେଶ୍ୱର, ଝାରସୁଗୁଡାରୁ ୪ ଲେଖାଏଁ, ବରଗଡ,ବଲାଙ୍ଗୀର, ଗଜପତି, ନବରଙ୍ଗପୁରରୁ୧ ଲେଖାଏଁ , କଟକ, ନୂଆପଡା,ପୁରୀ, ରାୟଗଡାରୁ ୨ ଲେଖାଏଁ, ଦେଓଗଡ, ଖୋର୍ଦ୍ଧା, ମୟୁରଭଞ୍ଜ,ନୟାଗଡ, କେନ୍ଦୁଝରରୁ ୩ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories