www.samajalive.in
Saturday, December 6, 2025
17.1 C
Bhubaneswar

ରାଜ୍ୟରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୩୦

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ସୀମିତ। ଆଉ ୧୩୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୭୬, ସ୍ଥାନୀୟ ୫୪ । ମୋଟ ପଜିଟିଭ ୩,୩୪,୧୫୦କୁ ବୃଦ୍ଧି ପାଇଛି। ୩,୩୦,୭୫୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୪୩୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୫। ଅନୁଗୁଳ ୧୨, ବାଲେଶ୍ୱର ୧୦, ବରଗଡ ୧୩, ଭଦ୍ରକ ୧, କଟକ ୭, ଦେଓଗଡ ୪, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୫, ଯାଜପୁର ୮, ଝାରସୁଗୁଡା ୨, କଳାହାଣ୍ଡି ୨, କେନ୍ଦ୍ରାପଡା ୧, କେନ୍ଦୁଝର ୧, ଖୋର୍ଦ୍ଧା ୬, କୋରାପୁଟ ୪, ମୟୁରଭଞ୍ଜ ୩, ନବରଙ୍ଗପୁର ୩, ନୟାଗଡ ୧, ନୂଆପଡା ୪, ସମ୍ବଲପୁର ୧୦, ସୁନ୍ଦରଗଡ ୧୪, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories