www.samajalive.in
Friday, December 5, 2025
20.1 C
Bhubaneswar

୩ ଲକ୍ଷ ୨୮ ହଜାର ଟପିଲା ମୋଟ ଆକ୍ରାନ୍ତ ; ନୂଆ ପଜିଟିଭ ୩୩୪

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା ୩,୨୮,୨୦୧କୁ ବୃଦ୍ଧି ପାଇଥିବା ବେଳେ ଦୈନିକ ସଂକ୍ରମଣ ୪୦୦ ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ଆଉ ୩୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୯୪ , ସ୍ଥାନୀୟ ୧୪୦। ୩,୨୩,୩୭୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୯୧୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୪୦, ଖୋର୍ଦ୍ଧା ଓ ସମ୍ବଲପୁରରୁ ୩୦ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୩, ବାଲେଶ୍ୱର ୧୮, ବରଗଡ ୧୦, ଭଦ୍ରକ ୧୦, ବଲାଙ୍ଗୀର ୨୭, ବୌଦ୍ଧ ୨, କଟକ ୨୬, ଦେଓଗଡ ୧, ଢେଙ୍କାନାଳ ୧, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୩, ଯାଜପୁର ୧୩, ଝାରସୁଗୁଡ଼ା ୧୪, କଳାହାଣ୍ଡି ୫, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୬, କେନ୍ଦୁଝର ୫, କୋରାପୁଟ ୧, ମୟୁରଭଞ୍ଜ ୨୦, ନୟାଗଡ ୧, ନୂଆପଡା ୧୩, ପୁରୀ ୧, ରାୟଗଡା ୯, ସମ୍ବଲପୁର ୩୦, ସୋନପୁର ୧, ଷ୍ଟେଟ ପୁଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories