www.samajalive.in
Sunday, December 14, 2025
17.1 C
Bhubaneswar

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

ଡେସ୍କ :  କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୭୦କୁ ବୃଦ୍ଧି ପାଇଛି । ସେହିପରି ୩୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳଛି । ମୃତ୍ୟୁ ସଂଖ୍ୟା ଆହୁରି ଅଧିକ ହେବାର ଆଶଂଙ୍କା କରାଯାଉଛି।

ଆହତମାନଙ୍କୁ ବାଲେଶ୍ବର, ଭଦ୍ରକ ଓ ଯାଜପୁରଜିଲ୍ଲାର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯାଇଛି । ଗୁରୁତର ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନା ଓ ଭୁବନେଶ୍ବର ଏମ୍ସକୁ ପଠାଯାଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories