କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ୫୦ ଜଣଙ୍କ ମୃତ୍ୟୁ, ୨ଶହରୁ ଅଧିକ ଆହତ

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ  ୫୦ ଜଣଙ୍କ ମୃତ୍ୟୁ, ୨ଶହରୁ ଅଧିକ ଆହତ ହୋଇଥିବା ନେଇ ଦକ୍ଷିଣ-ପୂର୍ବ ରେଲବାଇ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମୃତ୍ୟୁ ସଂଖ୍ୟା ଅଧିକ ବୃଦ୍ଧି ପାଇବା ନେଇ ଅନୁମାନ କରାଯାଉଛି ।

ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୧୦୦ରୁ ଅଧିକ ଆମ୍ବୁଲାନ୍ସ ଓ ୫୦ ବସ୍‌ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି।

Comments are closed.