www.samajalive.in
Sunday, December 14, 2025
19.1 C
Bhubaneswar

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ୫୦ ଜଣଙ୍କ ମୃତ୍ୟୁ, ୨ଶହରୁ ଅଧିକ ଆହତ

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ  ୫୦ ଜଣଙ୍କ ମୃତ୍ୟୁ, ୨ଶହରୁ ଅଧିକ ଆହତ ହୋଇଥିବା ନେଇ ଦକ୍ଷିଣ-ପୂର୍ବ ରେଲବାଇ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମୃତ୍ୟୁ ସଂଖ୍ୟା ଅଧିକ ବୃଦ୍ଧି ପାଇବା ନେଇ ଅନୁମାନ କରାଯାଉଛି ।

ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୧୦୦ରୁ ଅଧିକ ଆମ୍ବୁଲାନ୍ସ ଓ ୫୦ ବସ୍‌ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories