www.samajalive.in
Saturday, December 6, 2025
23.1 C
Bhubaneswar

ଭୟଙ୍କର ରେଳ ଦୁର୍ଘଟଣା : ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି, ଆଜି ଦିନିକିଆ ଶୋକ

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚିଛି । ସକାଳ ସୁଦ୍ଧା ୨୩୩ ଜଣଙ୍କ ମୃତ୍ୟୁ ଘଟିଥିବା  ମୁଖ୍ୟ ଶାସନ ସଚିବ ଜଣାଇଛନ୍ତି । ଏସଆରସିଙ୍କ  ତଥ୍ୟ ଆଧାରରେ ମୁଖ୍ୟ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ୨୩୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଥିବା ସେ କହିଛନ୍ତି।

ଅନ୍ୟପକ୍ଷରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ମୃତକଙ୍କ ପାଇଁ ଆଜି (ଶନିବାର) ଦିନିକିଆ ଶୋକ ପାଳନ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories