www.samajalive.in
Sunday, November 16, 2025
15.1 C
Bhubaneswar

ରେଳ ଦୁର୍ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ : ଅଶ୍ୱିନୀ ବୈଷ୍ଣବ

ଡେସ୍କ :  ବାହାନଗା ରେଳ ଦୁର୍ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ହେବ। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କାହିଁକି ଦୁର୍ଘଟଣା ଘଟିଲା ଓ କିଏ ଦାୟୀ ସେ ତଦନ୍ତ ହେବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।

ଏବେ ମଧ୍ୟ  ବଗି ଭିତରୁ  ମୃତଦେହ ଉଦ୍ଧାର ଚାଲିଛି । କଟର ସାହାଯ୍ୟରେ ଉଦ୍ଧାରକାରୀ ଦଳ ବଗି କାଟି ମୃତ ଦେହ ଉଦ୍ଧାର କରୁଛନ୍ତି ।

- Advertisement -

 

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories