www.samajalive.in
Tuesday, December 9, 2025
15.1 C
Bhubaneswar

ସାର ଏମ ବିଶ୍ୱେସ୍ଵରାୟ ଟର୍ମିନାଲ-ହାୱଡା ସୁପରଫାଷ୍ଟ ଏକ୍ସପ୍ରେସକୁ ଧକ୍କା ଦେଲା କରମଣ୍ଡଳ ଏକ୍ସପ୍ରେସ, ଉଦ୍ଧାର କାର୍ଯ୍ୟ ଜାରି

ଡେସ୍କ: ବାଲେଶ୍ୱର ବାହାନଗା ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ବାହାନଗା ଷ୍ଟେସନରେ ୧୨୮୬୪ ସାର ଏମ ବିଶ୍ୱେସ୍ଵରାୟ ଟର୍ମିନାଲ-ହାୱଡା ସୁପରଫାଷ୍ଟ ଏକ୍ସପ୍ରେସକୁ ୧୨୮୪୧ ହାୱଡାରୁ ଚେନ୍ନାଇ ଯାଉଥିବା କରମଣ୍ଡଳ ସୁପରଫାଷ୍ଟ ଏକ୍ସପ୍ରେସ ଧକ୍କା ଦେଇଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ପ୍ରାୟ ୧୭ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି।


ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସ୍ଥାନୀୟ ଲୋକମାନଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ଜଣାପଡିଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories