www.samajalive.in
Sunday, December 14, 2025
18.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୩ ମାମଲା, ୪୧ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୩ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୨ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି କେସ୍‌ ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ମ୍ପର୍କ ବିଭାଗ ପକ୍ଷୁ ସୂଚନା ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories