www.samajalive.in
Wednesday, December 10, 2025
26.1 C
Bhubaneswar

ରାଜ୍ୟରେ ସୁସ୍ଥ ହେଲେ ଆଉ ୩ ହଜାର ୩୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ରବିବାର ଆଉ ୩ ହଜାର ୩୭୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧ଲକ୍ଷ ୭୩ହଜାର ୫୭୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

Related Articles

Popular Categories