www.samajalive.in
Saturday, December 13, 2025
26.1 C
Bhubaneswar

୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪୧ ନୂଆ ସଂକ୍ରମଣ, ସୁସ୍ଥ ହୋଇଛନ୍ତି ୧୮୩

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୪୧ ଜଣ ନୂଆ ସଂକ୍ରମିତଙ୍କୁ ଠାବ କରାଯାଇଛି ଏବଂ ଚିକିତ୍ସାଧୀନ ସଂକ୍ରମିତଙ୍କ ମଧ୍ୟରୁ ୧୮୩ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଛି ଏହି ସୂଚନା । କରୋନା ସଂକ୍ରାନ୍ତ ଦୈନିକ ବିବରଣୀ ଦେଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଲବ୍ ଅଗ୍ରୱାଲ କହିଛନ୍ତି ଯେ ଗୁରୁବାର ଅର୍ଥାତ୍ ୧୬ ଏପ୍ରିଲ ଅପରାହ୍ନ ୩ଟା ସୁଦ୍ଧା ସାରା ଦେଶରେ ୪୧୪ ଜଣ ମୃତ୍ୟୁବରଣ କରିଛନ୍ତି ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ମୃତକଙ୍କ ସଂଖ୍ୟା ହେଉଛି ୩୭ ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories