ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୬ରୁ ଅପ୍ରେଲ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୫୫ଟି ମାମଲା ଦାୟର କରାଯାଇଛି। ସେଥିରୁ ୫୧ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୪ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୫୫ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍ଚୀ ସୂଚନା ଦେଇଛନ୍ତି।
Popular Categories



