www.samajalive.in
Monday, December 15, 2025
16.1 C
Bhubaneswar

ଭୁବନେଶ୍ଵରରୁ ଆଜି ୩୧୭ ଆକ୍ରାନ୍ତ, ୩୧୨ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ରବିବାର ଆଉ ୩୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୧୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୮୫୫ରେ ପହଞ୍ଚିଛି। ଏଥିମଧ୍ୟରୁ ୩ ହଜାର ୫୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୧୭ ହଜାର ୧୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୬ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories