www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୬ ଜଣଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories