୨୪ ଘଣ୍ଟାରେ ୭୧୭ ମୃତ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୫ ହଜାର ୯୧୪କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୧୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୫ ହଜାର ୯୧୪କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୪୦ ହଜାର ୯୦ ଜଣ ସକ୍ରିୟ ରୋଗୀ ଥିବାବେଳେ ୬୭ ଲକ୍ଷ ୯୫ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

kalyan agarbati

Comments are closed.